ମନୋରଞ୍ଜନ

ପୋଷାକକୁ ନେଇ ଚର୍ଚ୍ଚାର ଉର୍ଫି ଜାଭେଦ

ସବୁବେଳେ ନିଜ ପୋଷାକକୁ ନେଇ ଚର୍ଚ୍ଚାର ପରିସର ଭିତରକୁ ଆସିଥାନ୍ତି ବିଗ୍‌ବସ୍‌ ଫେମ୍‌ ତଥା ମଡେଲ୍‌ ଉର୍ଫି ଜାଭେଦ। ନିଜ ପୋଷାକକୁ ନେଇ ସବୁବେଳେ ବିବାଦରେ ରହୁଥିବା ଉର୍ଫି ଏବେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଜଣାପଡ଼ିଛି।

ତାଙ୍କର ଏକ ଫଟୋ ଏବେ ଖୁବ ଭାଇରାଲ ହେଉଛି, ଯେଉଁଥିରେ ସେ ହସ୍ପିଟାଲ ବେଡରେ ବସିଥିବା ଦେଖାଯାଇଛି। ତେବେ ଉର୍ଫିଙ୍କର ହସ୍ପିଟାଲ‌ ବେଡରୁ ଫଟୋ ଭାଇରାଲ ହେବା ପରେ ତାଙ୍କ ପ୍ରଶଂସକମାନେ ଚିନ୍ତାରେ ପଡ଼ିଛନ୍ତି।

Related Articles

Back to top button