ଜାତୀୟ

ଏପ୍ରିଲ ୩୦ ପର୍ଯ୍ୟନ୍ତ ତେଲ୍ ଆଭିବକୁ ସମସ୍ତ ବିମାନ ବାତିଲ କଲା ଏୟାର ଇଣ୍ଡିଆ

ଏପ୍ରିଲ ୩୦ ପର୍ଯ୍ୟନ୍ତ ତେଲ୍ ଆଭିବକୁ ସମସ୍ତ ବିମାନ ବାତିଲ କଲା ଏୟାର ଇଣ୍ଡିଆ। ଟାଟା ଗ୍ରୁପ୍ ମାଲିକାନାରେ ଥିବା ଏୟାର ଇଣ୍ଡିଆ ଶୁକ୍ରବାର କହିଛି ଯେ ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ପରିସ୍ଥିତିକୁ ଦୃଷ୍ଟିରେ ରଖି ତେଲ ଅବିବରୁ ଏହାର ବିମାନ ଉଡ଼ାଣ ଏପ୍ରିଲ ୩୦, ୨୦୨୪ ପର୍ଯ୍ୟନ୍ତ ସ୍ଥଗିତ ରହିବ ।

ମଧ୍ୟପ୍ରାଚ୍ୟରେ ଉତ୍ତେଜନାମୂଳକ ପରିସ୍ଥିତି ଯୋଗୁଁ ତେଲ ଅବିବରୁ ଆମର ବିମାନ ଚଳାଚଳ ୨୦୨୪ ଏପ୍ରିଲ ୩୦ ପର୍ଯ୍ୟନ୍ତ ବନ୍ଦ ରହିବ ।

Related Articles

Back to top button