ଭୁବନେଶ୍ୱର: ବକେୟା ବିଲ ପୈଠ କରୁନାହାନ୍ତି କମ୍ପାନି । ଗୋଟିଏ ନୁହେଁ କି ଦୁଇଟି ନୁହେଁ ୧୦ ବର୍ଷରେ ୧୪ଟି ଶିଳ୍ପ ସଂସ୍ଥା ଦେଇନାହାନ୍ତି ବିଲ୍ । ରାଜ୍ୟର ୨୩ଟି ଶିଳ୍ପ ସଂସ୍ଥା ଦେଉ ନାହାନ୍ତି ବକେୟା ବିଜୁଳି ବିଲ । ୨୩ ଟି ପ୍ରମୁଖ ଶିଳ୍ପ ସଂସ୍ଥା ଉପରେ ୧୦୯୬ କୋଟି ଟଙ୍କା ବକେୟା ରହିଛି । ଜିନ୍ଦଲ ୨୮୫ କୋଟି ଟଙ୍କା ବାକି ରଖିଥିବା ବେଳେ ଭିସା ଷ୍ଟିଲ ଯାଜପୁରର ୨୪୬ କୋଟି, ଜିଏମ ଆର କମଳାଙ୍ଗ ଏନର୍ଜି ୧୭୯ କୋଟି ଟଙ୍କା, ମାଇଥାନ ଇସ୍ପାତ ନିଗମ ଲିମିଟେଡ଼ ୮୫ କୋଟି ଟଙ୍କା ବକେୟା ରଖିଛନ୍ତି । ବିଧାନସଭାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ ଲିଖିତ ଉତ୍ତର ରଖିଥିବାବେଳେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ।
Related Articles
Check Also
Close
-
ରାଜ୍ୟରେ ଖୋଲିବ ନୂତନ କେନ୍ଦ୍ରୀୟ ବିଦ୍ୟାଳୟDecember 7, 2024