ପୁରୀ: ଅଟକିଲା ରତ୍ନଭଣ୍ଡାର ମରାମତି କାମ । ଜାନୁଆରୀ ୨ ପରେ ପୁଣି ଚାଲିବ କାମ । ଇଂରାଜୀ ନୂଆବର୍ଷ ଓ ଛୁଟି ଯୋଗୁଁ ଶ୍ରଦ୍ଧାଳୁଙ୍କ ଭିଡ଼ ସହିତ ଶୃଙ୍ଖଳିତ ନୀତିକାନ୍ତି ଓ ଦର୍ଶନକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶାସନ। ଜାନୁଆରୀ ୩ ତାରିଖରୁ ପୁଣି ରତ୍ନଭଣ୍ଡାର ମରାମତି କାର୍ୟ୍ୟ ପୂର୍ବପରି ଚାଲିବ। ରାଜ୍ୟ ସରକାରଙ୍କ ଏସଓପି ଓ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ୩ ତାରିଖରୁ ପୁଣି ମରାମତି କାର୍ୟ୍ୟ ଆରମ୍ଭ ହେବ ବୋଲି ସୂଚନା ମିଳିଛି।
Related Articles
Check Also
Close
-
ନୂଆଦିଲ୍ଲୀ ଗଣତନ୍ତ୍ର ଦିବସରେ ସ୍ଥାନ ପାଇବ ଓଡ଼ିଶା ପ୍ରଜ୍ଞାପନ ମେଢ଼January 5, 2024