Featuredଓଡ଼ିଶା

ଫେବୃଆରୀରୁ ଓଡ଼ିଶାରେ ଆୟୁଷ୍ମାନ ଯୋଜନା

ଭୁବନେଶ୍ୱର: ଓଡ଼ିଶାରେ ଫେବୃଆରୀରୁ ଲାଗୁ ହେବ ଆୟୁଷ୍ମାନ ଯୋଜନା । ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କଲେ ବଡ଼ ଘୋଷଣା । ନିଜ ପ୍ରତିକି୍ରୟାରେ ସେ କହିଛନ୍ତି ଯେ, ରାଜ୍ୟରେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ସହ ଆୟୁଷ୍ମାର ଯୋଜନା ମଧ୍ୟ କାର୍ଯ୍ୟ କରିବ । କେବଳ ସେତିକି ନୁହେଁ, ନର୍ସିଂ କଲେଜର ସଂଖ୍ୟା ବୃଦ୍ଧି ପାଇଁ ମଧ୍ୟ ସେ ଘୋଷଣା କରିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com