ଭୁବନେଶ୍ୱର: ପାଳନ ହେବନି ଇଂରାଜୀ ନବବର୍ଷ । ରାଜ୍ୟରେ ମୁଖ୍ୟମନ୍ତ୍ରୀ ଏହି ଦିବସକୁ କରିବେନି ପାଳନ । ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ପରଲୋକ ପାଇଁ ଦେଶରେ ୭ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯାଉଛି। ରାଷ୍ଟ୍ରୀୟ ଶୋକକୁ ସମ୍ମାନ ଜଣାଇ ସରକାରୀ ନିୟମ ଅନୁସାରେ କୌଣସି ପ୍ରକାରର ଉତ୍ସବ ପାଳନ କରାଯିବ ନାହିଁ ବୋଲି ନିଷ୍ପତ୍ତି ନିଆଯାଇଛି। ସେଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆବର୍ଷ ପାଳନ କରିବେନି ବୋଲି ସୂଚନା ଦେଇଛନ୍ତି ।
Related Articles
Check Also
Close