Featuredଓଡ଼ିଶାରାଜନୀତି

ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ଶପଥ ନେଲେ ହରିବାବୁ କମ୍ଭମପତି

ଭୁବନେଶ୍ୱର: ଶପଥ ନେଲେ ନୂଆ ରାଜ୍ୟପାଳ । ହରିବାବୁ କମ୍ଭମପତି ଆଜି ଓଡ଼ିଶାର ରାଜ୍ୟପାଳ ଭାବେ ନେଇଛନ୍ତି ଶପଥ । ହାଇକୋର୍ଟର ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ରାଜଭବନ ପରିସରରେ ଏହି ଉସôବ ପାଳନ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିରୋଧି ଦଳର ନେତା ନବୀନ ପଟ୍ଟନାୟକ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ତମାମ ମନ୍ତ୍ରୀ ଓ ନେତା ତଥା ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ ।

Related Articles

Back to top button
WP Twitter Auto Publish Powered By : XYZScripts.com