
ଭୁବନେଶ୍ୱର: ଉତ୍କଳ ସଙ୍ଗୀତ ବିଶ୍ୱବିଦ୍ୟାଳୟରେ ଛାତ୍ରୀଙ୍କ ଆତ୍ମହତ୍ୟା । ମୃତକ +୨ ଛାତ୍ରୀ ଉତ୍କଳିକା ସ୍ୱାଇଁ ବୋଲି ସୂଚନା ରହିଛି । ରୁମରେ କେହି ନଥିବା ବେଳେ ବେକରେ ଓଢଣୀ ଲଗାଇ ଆତ୍ମହତ୍ୟା କରିଛନ୍ତି ଛାତ୍ରୀ । ଘଟଣାସ୍ଥଳରେ ପୁଲିସ ପହଂଚି ତଦନ୍ତ ଆରମ୍ଭ କରିଛି । ତେବେ ଆତ୍ମହତ୍ୟାର କାରଣ ଏଯାଏଁ ସ୍ପଷ୍ଟ ହୋଇନି ।