Breaking NewsFeaturedଓଡ଼ିଶା

ସାର୍ବଜନୀନ ହେବ ରତ୍ନଭଣ୍ଡାର ଅଳଙ୍କାର

ଭୁବନେଶ୍ୱର : ଖୁବଶୀଘ୍ର ସାର୍ବଜନୀନ ହେବ ରତ୍ନଭଣ୍ଡାର ଅଳଙ୍କାର । ଆଜି ଏ ସମ୍ପର୍କରେ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ । ରତ୍ନଭଣ୍ଡାର ଖୋଲାଯିବା ପରେ ରତ୍ନଭଣ୍ଡାରରେ କେତେ ଅଳଙ୍କାର ଥିଲା । ପୂର୍ବ ଗଣତି ଅନୁଯାୟୀ ସବୁ ଅଳଙ୍କାର ସୁରକ୍ଷିତ ଅଛି ତ ? ଏହି ଭଳି ଅନେକ ପ୍ରଶ୍ନ ଉଠୁଥିବା ବେଳେ ଆଜି ଏ ସମ୍ପର୍କରେ ବଡ ସୂଚନା ଦେଇଛନ୍ତି ରାଜ୍ୟ କରକାର । ରତ୍ନଭଣ୍ଡାରରେ କେତେ ଅଳଙ୍କାର ରହିଛି ତାହା ସାର୍ବଜନୀନ ହେବ । ବିଧାନସଭାରେ ଏନେଇ ଲିଖିତ ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ବର୍ତ୍ତମାନ ରତ୍ନଭଣ୍ଡାର ମରାମତି କାମ ଚାଲୁ ରହିଛି । ଶେଷ ହେବା ପରେ ଗଣତି ମଣତି କାର୍ଯ୍ୟ ହେବ । ଗଣତି ମଣତି କାର୍ଯ୍ୟ ଶେଷ ହେବା ପରେ ସମ୍ପୂର୍ଣ୍ଣ ତଥ୍ୟ ଦିଆଯିବ ।

Related Articles

Back to top button
WP Twitter Auto Publish Powered By : XYZScripts.com