Breaking NewsFeaturedଜାତୀୟ

ଦାୟିତ୍ବ ନେଲେ ଆଇଏଏସ ଜ୍ଞାନେଶ କୁମାର

ନୂଆଦିଲ୍ଲୀ : ନୂଆ ନିର୍ବାଚନ କମିଶନର ଭାବେ ଦାୟିତ୍ବ ନେଲେ ଆଇଏଏସ ଜ୍ଞାନେଶ କୁମାର । ଆଇଏଏସ ରାଜୀବ କୁମାରଙ୍କ ସ୍ଥାନରେ ସେ ଦାୟିତ୍ବ ନେଇଛନ୍ତି। ଦାୟିତ୍ବ ନେବା ପରେ ଜ୍ଞାନେଶ କୁମାର କହିଛନ୍ତି, ରାଷ୍ଟ୍ର ନିର୍ମାଣ ପାଇଁ ପ୍ରଥମ ପଦକ୍ଷେପ ହେଉଛି ମତଦାନ । ୧୮ ବର୍ଷରୁ ଅଧିକ ଭାରତର ସମସ୍ତ ନାଗରିକ ଭୋଟ୍ ଦେବା ଆବଶ୍ୟକ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ଵାଧୀନ ଚୟନ ବୈଠକରେ ମୁଖ୍ୟ ନିର୍ବାଚନ କମିଶନର ଭାବରେ ଜ୍ଞାନେଶ କୁମାରଙ୍କ ନାଁ ଉପରେ ମୋହର ବାଜିଥିଲା । ୧୯୮୮ ବ୍ୟାଚର କେରଳ କ୍ୟାଡର ଆଇଏଏସ ହେଉଛନ୍ତି ଜ୍ଞାନେଶ କୁମାର । ଆସନ୍ତା ୨୬ ଜାନୁଆରୀ ୨୦୨୯ ପର୍ୟ୍ୟନ୍ତ ସେ ନିର୍ବାଚନ କମିଶନର ଦାୟିତ୍ବରେ ରହିବେ ।

Related Articles

Back to top button
WP Twitter Auto Publish Powered By : XYZScripts.com