Breaking NewsFeaturedଓଡ଼ିଶା

ଦୁଇଦିନ ଧରି ଏହିସବୁ ଜିଲ୍ଲାରେ ଛେଚିବ ବର୍ଷା !

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ଦୁଇଦିନ ଧରି ବର୍ଷା ହେବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ୯ ଜିଲାକୁ ଅରେଞ୍ଜ ଆଲର୍ଟ କରାଯାଇଥିବାବେଳେ ଆଉ ୧୩ ଜିଲାକୁ ମଧ୍ୟ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର। କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡାକୁ ସତର୍କ କରିଛି ପାଣିପାଗ ବିଭାଗ। ଏହି ସମୟରେ ୫୦ରୁ ୬୦ କିମି ବେଗରେ ପବନ ବହିବାର ସମ୍ଭାବନା ଅଛି ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

Related Articles

Back to top button
WP Twitter Auto Publish Powered By : XYZScripts.com