ମନୋରଞ୍ଜନ

କିଙ୍ଗ୍‌ଖାନ୍‌ ଶାହରୁଖ୍‌ଙ୍କ ପ୍ରଶଂସକମାନଙ୍କ ପାଇଁ ଏକ ଖୁସି ଖବର ରହିଛି

କିଙ୍ଗ୍‌ଖାନ୍‌ ଶାହରୁଖ୍‌ଙ୍କ ପ୍ରଶଂସକମାନଙ୍କ ପାଇଁ ଏକ ଖୁସି ଖବର ରହିଛି। କିଙ୍ଗ୍‌ଖାନ୍‌ ତାଙ୍କ ସଫଳତା ତାଲିକା‌ରେ ଆଉ ଏକ ଧାଡ଼ି ଯୋଡ଼ିଛନ୍ତି। ଖବର ରହିଛି ଯେ ବ୍ରିଟେନ୍‌ରେ ହେଉଥିବା ଶ୍ରେଷ୍ଠ ୫୦ ଏସୀୟ ତାରକାମାନଙ୍କ ତାଲିକାରେ ଶୀର୍ଷରେ ରହିଛନ୍ତି ଶାହରୁଖ୍‌।

ସେହିପରି ଦ୍ବିତୀୟ ସ୍ଥାନ ଅଧିକାର କରିଛନ୍ତି ଅଭିନେତ୍ରୀ ଆଲିଆ ଭଟ୍ଟ। ତୃତୀୟ ସ୍ଥାନରେ ଅଛନ୍ତି ବଲିଉଡ୍‌ ଟର୍ଣ୍ଣଡ୍‌ ହଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା।

Related Articles

Back to top button