ଅନ୍ୟାନ୍ୟ

ନେହରୁ ଶତାବ୍ଦୀ ହସ୍‌ପିଟାଲର ନାମ ପରିବର୍ତ୍ତନ କରାଯାଇଛି

ଅନୁଗୁଳ ଜିଲ୍ଲା ତାଳଚେରସ୍ଥିତ ନେହରୁ ଶତାବ୍ଦୀ ହସ୍‌ପିଟାଲର ନାମ ପରିବର୍ତ୍ତନ କରାଯାଇଛି। ମହାନଦୀ କୋଲଫିଲ୍ଡ ଲିମିଟେଡ୍‌ ପରିଚାଳିତ ଏହି ହସ୍‌ପିଟାଲକୁ ରାଜ୍ୟ ସରକାର ହାତକୁ ନେବା ସହ ଏହାର ନାମ ‘ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍‌ପିଟାଲ’କୁ ପରିବର୍ତ୍ତନ କରାଯାଇଛି ।

ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୋମବାର ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ସୂଚନା ଦିଆଯାଇଛି।

 

Related Articles

Back to top button