Featuredଓଡ଼ିଶାରାଜନୀତି

୧କୋଟି ମହିଳାଙ୍କୁ ଟଙ୍କା ବାଣ୍ଟିଲେ ମୋହନ

ବ୍ରହ୍ମପୁର: ଖାତାକୁ ଗଲା ସୁଭଦ୍ରା ଟଙ୍କା । ବ୍ରହ୍ମପୁରରୁ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇ ଟଙ୍କାକୁ ବିତରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରାୟ ୧ କୋଟି ମହିଳାଙ୍କ ଖାତାକୁ ଆସିଲା ‘ସୁଭଦ୍ରା’ ଟଙ୍କା । ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରାଜ୍ୟର ପ୍ରାୟ ୧କୋଟି ହିତାଧିକାରୀ ପାଇଛନ୍ତି ସୁଭଦ୍ରା ଦ୍ୱିତୀୟ ପର୍ୟ୍ୟାୟ ଟଙ୍କା । କୋଟିଏ ୬୪ ହଜାର ହିତାଧିକାରୀଙ୍କ ଖାତାକୁ ଗଲା ୫ ହଜାର କୋଟିରୁ ଅଧିକ ଟଙ୍କା। ଗତ ମାର୍ଚ୍ଚ ୬ ତାରିଖରେ ପ୍ରଥମ କିସ୍ତିର ପଞ୍ଚମ ପର୍ୟ୍ୟାୟ ସୁଭଦ୍ରା ଟଙ୍କା ମିଳିଥିଲା । ପ୍ରାୟ ୨ ଲକ୍ଷ ୩୦ ହଜାରରୁ ଅଧିକ ହିତାଧିକାରୀ ଏହି ଟଙ୍କା ପାଇଥିଲେ।

Related Articles

Back to top button
WP Twitter Auto Publish Powered By : XYZScripts.com