Featuredଅନ୍ୟାନ୍ୟ

ବିଶ୍ୱ ପାଳୁଛି ଆନ୍ତର୍ଜାତୀୟ ମହିଳା ଦିବସ

ନୂଆଦିଲ୍ଲୀ: ମହିଳାଙ୍କ ପାଇଁ ଦିନଟିଏ । ବିଶ୍ୱ ପାଳୁଛି ଆନ୍ତର୍ଜାତୀୟ ମହିଳା ଦିବସ । ପ୍ରତିବର୍ଷ ମାର୍ଚ୍ଚ ମାସ ୮ ତାରିଖକୁ ଅନ୍ତର୍ଜାତୀୟ ମହିଳା ଦିବସ ଭାବେ ପାଳନ କରାଯାଉଛି । ମହିଳାଙ୍କ ପାଇଁ ଅଧିକାର ଓ ସୁଯୋଗର ସମାନତା ନେଇ ଅଧିକରୁ ଅଧିକରୁ ସଚେତନତା ସୃଷ୍ଟି ପାଇଁ ମଧ୍ୟ ଏହି ଦିନ ପାଳନ ହୋଇଥାଏ ।

Related Articles

Back to top button
WP Twitter Auto Publish Powered By : XYZScripts.com