ଓଡ଼ିଶାଜାତୀୟ

୨୨ରେ ଓଡ଼ିଶା ଆସିବେ ଅମିତ ଶାହ

ଭୁବନେଶ୍ୱର: ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ । ଅମିତ ଶାହଙ୍କ ଓଡ଼ିଶା ଗସ୍ତକୁ ନେଇ ଆସିଛି ସୂଚନା । ଦୁଇ ଦିନିଆ ଗସ୍ତର ଏହି କାର୍ଯ୍ୟସୂଚିରେ ବିଭିନ୍ନ ଜରୁରୀ କାର୍ଯ୍ୟକ୍ରମରେ ଯୋଗ ଦେବାର ସୂଚନା ରହିଛି । ଆସନ୍ତା ୨୨ ତାରିଖରେ ଆସିବେ ଅମିତ ଶାହ । ବିଭିନ୍ନ ସରକାରି ପ୍ରକଳ୍ପର ଶିଳାନ୍ୟାସରେ ଯୋଗ ଦେବେ ଗୃହ ମନ୍ତ୍ରୀ । ଏହା ସହ ଦଳୀୟ ନେତାଙ୍କୁ ଭେଟି ଆଲୋଚନା କରିବାର କାର୍ୟ୍ୟକ୍ରମ ମଧ୍ୟ ରହିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com