Featuredଓଡ଼ିଶା

ପରିକ୍ରମା ପ୍ରକଳ୍ପ ବୁଲି ଦେଖିଲେ ଗଜପତି

ପୁରୀ: ସମୀକ୍ଷା କଲେ ଗଜପତି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ କଲେ ଗଜପତି ମହାରାଜ ଦିବ୍ୟ ସିଂହ ଦେବ। ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଓ ଅନ୍ୟ ସେବାୟତଙ୍କ ସହ ଶ୍ରୀମନ୍ଦିର ଚତୁଃପାର୍ଶ୍ଵ ବୁଲି ଅନୁଧ୍ୟାନ କରିଛନ୍ତି। ଗଜପତି ମହାରାଜ ଗୁଣ୍ଡିଚା ମନ୍ଦିର ମଧ୍ୟ ବୁଲି ଦେଖିଛନ୍ତି। ଏହା ସହ ଅଧାପନ୍ତରିଆ ପ୍ରକଳ୍ପ, ମଠଗୁଡ଼ିକର ପୁନଃରୁଦ୍ଧାର କାର୍ୟ୍ୟ ନିରୀକ୍ଷଣ କରିଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com