Featuredଓଡ଼ିଶାଶିକ୍ଷା

ରାଜ୍ୟରେ ଖୁବଶୀଘ୍ର ସକାଳୁଆ ସ୍କୁଲ: ଗଣଶିକ୍ଷାମନ୍ତ୍ରୀ

ଭୁବନେଶ୍ୱର: ଖରାକୁ ଦୃଷ୍ଟିରେ ରଖି ସରକାରଙ୍କ ନିଷ୍ପତି । ରାଜ୍ୟରେ ଖୁବଶୀଘ୍ର ସକାଳୁଆ ସ୍କୁଲ । ଟାଇଁ ଟାଇଁ ଖରାରେ ରାଜ୍ୟର ବିଭିନ୍ନ ସ୍ଥାନରେ ବଢୁଥିବା ଖରାକୁ ଦୃଷ୍ଟିରେ ରଖି ନିଆଯାଇପାରେ ନିଷ୍ପତ୍ତି । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ବିଭାଗ ସହ ଆଲୋଚନା କରାଯିବ । ଖରାକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com