ମନୋରଞ୍ଜନସ୍ୱାସ୍ଥ୍ୟ

ହସ୍ପିଟାଲରେ ଏ ଆର ରେହମାନ

ଚେନ୍ନାଇ: ଓସ୍କାର ବିଜେତା କିମ୍ବଦନ୍ତୀ କଣ୍ଠଶିଳ୍ପୀ ତଥା ସଙ୍ଗୀତ ନିଦେ୍ର୍ଦଶକ ଏ ଆର ରେହମାନ ଅସୁସ୍ଥ । ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସାରେ ଲାଗିଥିବା ସୂଚନା ରହିଛି । ରେହମାନଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିବାରୁ ତାଙ୍କୁ ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ସଙ୍ଗୀତ ପ୍ରେମୀ ।

Related Articles

Back to top button
WP Twitter Auto Publish Powered By : XYZScripts.com