Featuredଓଡ଼ିଶା

ଆଗକୁ ମିଳିବ ତାତିରୁ ତ୍ରାହି, ରହିଛି ବର୍ଷା ସମ୍ଭାବନା

ଭୁବନେଶ୍ୱର: ମାର୍ଚ୍ଚ ମାସର ଟାଇଁ ଟାଇଁ ଖରାରେ ସିଝୁଛି । ତାପମାତ୍ରା ଉପର ମୁହାଁ ହେଉଛି । ୪୨ ଟପିଛି ପାରଦ । ୧୮ ତାରିଖ ଯାଏଁ ଏଭଳି ସ୍ଥିତିରୁ ନିସ୍ତାର ମିଳିବ ନାହିଁ । ଏହି ପରିପ୍ରେକ୍ଷୀରେ ଶନିବାରଠାରୁ ୩ ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲାରେ ହିଟ୍‌ୱେଭ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ହେଲେ ଆସନ୍ତା ୧୯, ୨୦ ଓ ୨୧ ତାରିଖରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଛି ସୂଚନା ।

Related Articles

Back to top button
WP Twitter Auto Publish Powered By : XYZScripts.com