Featuredଜାତୀୟବିଜ୍ଞାନ ଓ ପ୍ରଯୁକ୍ତି

ଆଜି ଫେରିବେ ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ: ଆଜି ଫେରିବେ ସୁନିତା ୱିଲିୟମ୍ସ । ଦୀର୍ଘ ୯ ମାସ ପରେ ପୃଥିବୀ ପୃଷ୍ଠରେ କରିବେ ଅବତରଣ । ସୁନିତା ଓ ତାଙ୍କ ସହଯୋଗୀ ବୁଚ୍ ୱିଲମୋରଙ୍କୁ ନାସା ପକ୍ଷରୁ ଅଣାଯିବ । ଅନ୍ତର୍ଜାତୀୟ ସ୍ପେଶ୍‌ ଷ୍ଟେସନ୍‌ରେ ଫସି ରହିଥିବା ଦୁଇ ବୈଜ୍ଞାନିକଙ୍କୁ ଫେରାଇ ଆଣିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ବୈଜ୍ଞାନିକମାନେ ଫେରିବା ପୂର୍ବରୁ ନିଜକୁ ପ୍ରସ୍ତୁତ କରୁଛନ୍ତି । ଆଉ ସେମାନଙ୍କ ଏହି ପ୍ରସ୍ତୁତିର ଏକ ଭିଡିଓ ନାସା ପକ୍ଷରୁ ଜାରି କରାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com