ରାଜନୀତି

ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକ ବିଜେପିରୁ ଇସ୍ତଫା ଦେଇଛନ୍ତି

ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକ ବିଜେପିରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇ ଦେଇଛନ୍ତି। ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି।

ତେବେ ସେ କାହିଁକି ଦଳରୁ ଇସ୍ତଫା ଦେଲେ, ସେ ନେଇ ସେଥିରେ କିଛି ଉଲ୍ଲେଖ କରି ନାହାନ୍ତି।

Related Articles

Back to top button