ଜାତୀୟ

ଅମିତ ଶାହାଙ୍କ ଉପରେ ଦେଇଥିବା ମନ୍ତବ୍ୟ ପାଇଁ ଏମପି-ଏମଏଲଏ କୋର୍ଟ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ସମନ ଜାରି କରିଛନ୍ତି

ଅମିତ ଶାହାଙ୍କ ଉପରେ ଦେଇଥିବା ମନ୍ତବ୍ୟ ପାଇଁ ଏମପି-ଏମଏଲଏ କୋର୍ଟ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ସମନ ଜାରି କରିଛନ୍ତି। ଏନେଇ ଭାଜପା କର୍ମୀ ନବୀନ ଝା ରାଞ୍ଚି ସିଭିଲ କୋର୍ଟରେ ଅଭିଯୋଗ କରିଥିଲେ।ରାହୁଲ ଗାନ୍ଧୀ କହିଥିଲେ ଯେ ଜଣେ ହତ୍ୟା ଅଭିଯୁକ୍ତ ଭାଜପାରେ ଅଧ୍ୟକ୍ଷ ହୋଇପାରେ କିନ୍ତୁ କଂଗ୍ରେସରେ ଏହା ହୋଇପାରିବ ନାହିଁ।

ଏହି ମାମଲାରେ ରାହୁଲ ଗାନ୍ଧୀଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି ଯେଉଁଥିରେ ତାଙ୍କୁ କୋର୍ଟରେ ହାଜର ହେବାକୁ ସମନ ଜାରି କରାଯାଇଛି।

Related Articles

Back to top button