Featuredଐତିହ୍ୟ ଓ ସଂସ୍କୃତିଓଡ଼ିଶା

ଆଜି ଉକôଳ ଦିବସ, ଶୁଭେଚ୍ଛା ଜଣାଇଲେ ପିଏମ, ସିଏମ ଓ ରାଷ୍ଟ୍ରପତି

ଭୁବନେଶ୍ୱର: ଆଜି ଉକôଳ ଦିବସ । ସାରା ରାଜ୍ୟରେ ଓଡ଼ିଶା ଦିବସ ପାଳନ କରାଯାଉଛି । ୧୯୩୬ ମସିହା ଆଜିର ଦିନରେ ଗଠନ ହୋଇଥିଲା ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ। ୮୯ ବର୍ଷରେ ପାଦ ଥାପିଛି ଓଡ଼ିଶା। ବରପୁତ୍ରଙ୍କ ଅବଦାନକୁ ନେଇ ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର କାର୍ୟ୍ୟକ୍ରମ ରହିଛି। ଆଜିଠୁ ୧୪ ତାରିଖ ଯାଏଁ ପାଳନ ହେବ ଓଡ଼ିଆ ପକ୍ଷ।ରାଜ୍ୟବାସୀଙ୍କୁ ଓଡ଼ିଶା ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ରାଜ୍ୟବାସୀଙ୍କୁ ଓଡ଼ିଶା ଦିବସର ଶୁଭେଚ୍ଛା ଜଣାଇଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com