ଶିକ୍ଷା

ଚଳିତ ଶିକ୍ଷାବର୍ଷରେ ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋସିପ୍ ପାଇଁ ମାର୍ଚ୍ଚ ୨ରୁ ପରୀକ୍ଷା ଆରମ୍ଭ ହେବ

ଚଳିତ ଶିକ୍ଷାବର୍ଷରେ ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋସିପ୍ ପାଇଁ ମାର୍ଚ୍ଚ ୨ରୁ ପରୀକ୍ଷା ଆରମ୍ଭ ହେବ। ଦୁଇଟି ସିଟିଂରେ ଏହି ପରୀକ୍ଷା ହେବ। ପ୍ରଥମ ସିଟିଂ ସକାଳ ୧୦ଟାରୁ ଓ ଦ୍ଵିତୀୟ ସିଟିଂ ଅପରାହ୍ଣ ୨ଟାରୁ ଆରମ୍ଭ ହେବ। ପରୀକ୍ଷା ପାଇଁ ୨ ଘଣ୍ଟା ସମୟ ରହିଛି।

ଭିନ୍ନକ୍ଷମମାନଙ୍କୁ ଅଧିକ ୪୦ ମିନିଟ୍ ଦିଆଯିବ। ମାର୍ଚ୍ଚ ୨ ଓ ୪ ତାରିଖରେ ଦୁଇଟି ଲେଖାଏଁ ସିଟିଂରେ ପରୀକ୍ଷା ହେବାକୁ ଥିବା ବେଳେ ୬ ତାରିଖ ଦିନ ଗୋଟିଏ ସିଟିଂରେ ପରୀକ୍ଷା ହେବ।

Related Articles

Back to top button