Featuredଓଡ଼ିଶା

ରାଜ୍ୟରୁ ଯାଇନି କାଳବୈଶଖୀର ପ୍ରଭାବ, ଆହୁରି ୪ ଦିନ ପର୍ଯ୍ୟନ୍ତ ବର୍ଷିବ

ଭୁବନେଶ୍ୱର: ରାଜ୍ୟରୁ ଯାଇନି କାଳବୈଶଖୀର ଛାପ । ଆଜି ମଧ୍ୟ ଦେଖିବାକୁ ମିଳିବ କାଳବୈଶାଖୀର ପ୍ରଭାବ । ୪ ରୁ ୫ ଦିନ ପର୍ଯ୍ୟନ୍ତ ଦିନର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ଗତ ୨୪ ଘଣ୍ଟାରେ କିଛି ସ୍ଥାନରେ ବର୍ଷା ହୋଇଥିବା ହୋଇଥିବା ବେଳେ ମୟୁରଭଞ୍ଜ କରଞ୍ଜିଆରେ ୬୮.୦୦ ମିମି ସର୍ବାଧିକ ବର୍ଷା ସମ୍ଭାବନା ରହିଛି। ସେହିପରି ସର୍ବାଧିକ ତାପମାତ୍ରା ବଲାଙ୍ଗୀରରେ ୪୦.୮ ଡିଗ୍ରୀ ରେକର୍ଡ କରାଯାଇଛି ।
ତେବେ ଆସନ୍ତା ୪ ଦିନ ଯାଏ କାଳବୈଶାଖୀ ନେଇ ରହିଛି ସୂଚନା । ବିଜୁଳି ଓ ଘଡ଼ଘଡ଼ି ପାଇଁ ଆଜି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ମୟୂରଭଞ୍ଜ, ଗଜପତି, ରାୟଗଡ଼ା ଓ କୋରାପୁଟକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Related Articles

Back to top button
WP Twitter Auto Publish Powered By : XYZScripts.com