Featuredଓଡ଼ିଶା

ତାରିଣୀ ମନ୍ଦିର ପାଇଁ ୨୧୫ କୋଟିର ଡିପିଆର

କେଉଁଝର: ତାରିଣୀ ମନ୍ଦିର ପାଇଁ ୨୧୫କୋଟି ଟଙ୍କାର ଡିପିଆର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ଘୋଷଣା । ଏହି ପ୍ରକଳ୍ପ କାମ ଖୁବ ଶୀଘ୍ର କାମ ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବଡ଼ ଘୋଷଣା କରିଛନ୍ତି। ମା’ ତାରିଣୀଙ୍କୁ ଓଡ଼ିଆ ନୂଆ ବର୍ଷର ଦର୍ଶନ ବେଳେ ମୁଖ୍ୟମନ୍ତ୍ରୀ ଏହା ପ୍ରକାଶ କରିଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com