
ଗଞ୍ଜାମ : ପହଲଗାମରେ ଆତଙ୍କବାଦୀଙ୍କ ଗୁଳିରେ ନିରୀହ ଲୋକ ପ୍ରାଣ ହରାଇଥିବା ଘଟଣାକୁ ନେଇ ସାରା ଦେଶରେ ପ୍ରତିକ୍ରିୟା ପ୍ରକାଶ ପାଇଛି । ଗଞ୍ଜାମରେ ସାନଖେମୁଣ୍ଡି ବିଧାୟକ ରମେଶ ଜେନାଙ୍କ ନେତୃତ୍ୱରେ ଏହି ଘଟଣାକୁ ନିନ୍ଦା କରାଯିବା ସହ ମହମବତୀ ଶୋଭାଯାତ୍ରା କରାଯାଇଛି । ଅଧିକ ଜାଣିବା ପାଇଁ ଲିଙ୍କରେ କ୍ଲିକ କରନ୍ତୁ …