ଐତିହ୍ୟ ଓ ସଂସ୍କୃତିଓଡ଼ିଶା

ଅକ୍ଷୟ ତୃତୀୟାରେ ହଳ ବୁଲାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଅକ୍ଷୟ ତୃତୀୟା ଉପଲକ୍ଷେ ହଳ ବୁଲାଇ ଅକ୍ଷିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିସହିତ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ବୁଧବାର ରାଜଧାନୀର OUAT ଫାର୍ମରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଉପ-ମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ମଧ୍ୟ  ଅକ୍ଷିମୁଠି ଅନୁକୂଳ କରିଛନ୍ତି । ଲିଙ୍କରେ କ୍ଲିକ୍ କରି ଭିଡିଓ ଦେଖନ୍ତୁ…

Related Articles

Back to top button
WP Twitter Auto Publish Powered By : XYZScripts.com