ଅନ୍ତର୍ଜାତୀୟ

ଭିକ ଉପରେ ରୁଷର ମିଶାଇଲ ବର୍ଷା ; ୬ ମୃତ

 

କିଭ୍‌ ୩୧/୦୭/୨୫ : ରୁଷ-ୟୁକ୍ରେନ ଚାଲିଥିବା ଯୁଦ୍ଧ ଏପର୍ଯ୍ୟନ୍ତ ଶେଷ ହେବାର ନାଁ ନେଉନି। ଇତି ମଧ୍ୟରେ ପୁଣି ଥରେ ୟୁକ୍ରେନର ରାଜଧାନୀ କିଭ୍‌ ଉପରେ ଆକ୍ରମଣ କରିଛି ରୁଷ୍। ବୁଧବାର ରାତିରେ ମିଶାଇଲ୍‌ ଓ ଡ୍ରୋନ୍‌ ସାହାଯ୍ୟରେ ଜୋରଦାର ଆକ୍ରମଣ କରିଛି ରୁଷ୍‌। ଏହି ଆକ୍ରମଣରେ ଜଣେ ୬ ବର୍ଷୀୟ ଶିଶୁ ସମେତ ପ୍ରାୟ ଛଅ ଜଣଙ୍କ ମୃତ୍ୟୁ ଘଟିଛି। ଏହା ବ୍ୟତୀତ ୫୨ରୁ ଅଧିକ ଲୋକ ଆହତ ହୋଇଛନ୍ତି।

Related Articles

Back to top button