Breaking Newsଐତିହ୍ୟ ଓ ସଂସ୍କୃତିଓଡ଼ିଶା

ଶ୍ରୀମନ୍ଦିର  ବେହରଣ ଦ୍ୱାର ଦେଇ  ଉପରକୁ ଚଢ଼ିବାକୁ ଉଦ୍ୟମ କରିଥିଲେ ଭକ୍ତ

 ଭୁବନେଶ୍ୱର ,ପୁଣି ଶ୍ରୀମନ୍ଦିର  ବେହରଣ ଦ୍ୱାର ଦେଇ  ଉପରକୁ ଚଢ଼ିବାକୁ ଉଦ୍ୟମ କରିଥିଲେ ଭକ୍ତ। ଚଢ଼ୁଥିବା ଦେଖି କାବୁ କଲେ ସୁରକ୍ଷାକର୍ମୀ। ଯୁବକ ଜଣଙ୍କ ରାଜ୍ୟ ବାହାର ହୋଇଥିବା ସୂଚନା ମିଳିଛି।

ଯୁବକଙ୍କ ଘର ଉତ୍ତରପ୍ରଦେଶ ଆଜଗଡ଼ର ହୋଇଥିବା ବେଳେ ଶ୍ରୀମନ୍ଦିର ଗାରଦରେ ଯୁବକଙ୍କୁ ଅଟକ ରଖାଯାଇଛି।ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ପୂର୍ବରୁ ମଧ୍ୟ ଦୁଇ ଦୁଇ ଥର ରାଜ୍ୟ ବାହାରୁ ଆସିଥିବା ଭକ୍ତ ମନ୍ଦିର ଉପରକୁ ଚଢ଼ିବାକୁ ଉଦ୍ୟମ କରିଥିଲେ।

ସଠିକ୍ ସମୟରେ ସେମାନଙ୍କୁ କାବୁ କରାଯାଇଥିଲା।

Related Articles

Back to top button