ଅନ୍ତର୍ଜାତୀୟଜୀବନଶୈଳୀ

ବଦଳିଲା ସୁନା-ରୂପା ଦର

ଭୁବନେଶ୍ୱର,ପ୍ରତିଦିନ ସୁନା ଓ ରୂପା ଦର ନିର୍ଦ୍ଧାରଣ କରାଯାଇଥାଏ। କେଉଁ ଦିନ ଦର କମିଥାଏ ତ କେବେ ବଢିଥାଏ ଆଉ ପୁଣି କେବେ ସମାନ ରହିଥାଏ। ଦେଶ ଓ ରାଜ୍ୟରେ ଜାରି ହୋଇଛି ସୁନା ଓ ରୂପାର ନୂଆ ଦର। ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର  ଆସନ୍ତୁ ନଜର ପକାଇବା।

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୯୩,୦୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୧ ହଜାର ୧୫୦ ଟଙ୍କା ରହିଛି ।

ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଦଶ ଗ୍ରାମ ପ୍ରତି ୯୩,୦୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୧ ହଜାର ୧୫୦୦ ଟଙ୍କା ରହିଛି । ଭୁବନେଶ୍ୱରରେ ଗତକାଲି ଅପେକ୍ଷା ଆଜି ଦରରେ ସାମାନ୍ୟ ପରିବର୍ତ୍ତନ ହୋଇଛି ।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ ପରିବର୍ତ୍ତନ ହୋଇଥିବା ଦେଖିବାକୁ ମିଳିଛି। ଦେଶର ଆର୍ôଥକ ରାଜଧାନୀ ମୁମ୍ବାଇରେ ଆଜି ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୯୩,୦୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୧ ହଜାର ୧୫୦ ଟଙ୍କା ରହିଛି ।

Related Articles

Back to top button