ଐତିହ୍ୟ ଓ ସଂସ୍କୃତିଓଡ଼ିଶା

ଅତିବଡ଼ୀ ଜଗନ୍ନାଥ ଦାସଙ୍କ ଜୟନ୍ତୀ ଉତ୍ସବ ପାଳନ

ଭୁବନେଶ୍ୱର,୧ /୦୯/୨୦୨୫: ଆଜି ଅତିବଡ଼ୀ ଜଗନ୍ନାଥ ଦାସଙ୍କ ଜୟନ୍ତୀ ଅବସରରେ ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ କପିଳେଶ୍ୱରପୁର ଶାସନ ଠାରେ ଏକ ଆଲୋଚନା ଚକ୍ରର ଆୟୋଜନ କରାଯାଇଥିଲା। ମାନ୍ୟବର ସାଂସଦ, ପୁରୀ ଡ଼. ସମ୍ବିତ ପାତ୍ର ଏବଂ ମାନ୍ୟବର ବିଧାୟିକା ବ୍ରହ୍ମଗିରି ଶ୍ରୀମତୀ ଉପାସନା ମହାପାତ୍ର ଉକ୍ତ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ସେହିପରି ଭାବେ ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ର ମଣ୍ଡପ ଠାରେ ମଧ୍ୟ ଏକ ଆଲୋଚନା ଚକ୍ରର ଆୟୋଜନ କରାଯାଇଥିଲା ଯେଉଁଥିରେ ପ୍ରଫେସର ଜୟକୃଷ୍ଣ ଦାସ ସଭାମୁଖ୍ୟ ଭାବେ ଯୋଗଦେଇଥିଲେ।

Related Articles

Back to top button