Breaking Newsଓଡ଼ିଶାସ୍ୱାସ୍ଥ୍ୟ

ଅଭିଜିତଙ୍କ ସ୍ୱାସ୍ତ୍ୟାବସ୍ଥା ଗୁରୁତର

ଭୁବନେଶ୍ୱର,  ଓଡ଼ିଶାର ଲୋକପ୍ରିୟ ଗାୟକ ତଥା ସଙ୍ଗୀତ ନିର୍ଦ୍ଦେଶକ ଓ ପ୍ରଯୋଜକ ଲିଭର ଜନିତ ରୋଗରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ଅଭିଜିତ୍ ।

ଅଭିଜିତଙ୍କ ସ୍ୱାସ୍ତ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଏକ୍ସ ସ୍ଥାନାନ୍ତର କରାଯାଇଛି । ଭୁବନେଶ୍ୱର ଏମ୍ସ ସ୍ଥାନାନ୍ତର ହେଲେ ଓଲିଉଡ୍ ସଇଙ୍ଗର ଅଭିଜିତ୍ ମଜୁମଦାର ।

ହଠାତ୍ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଯିବାରୁ କଟକର ଏକ ପ୍ରାଇଭେଟ ହସ୍ପିଟାଲରେ ଅଭିଜିତଙ୍କୁ ନିଆଯାଇଥିଲା । ସେଠାରେ କିଛିଦିନ ଚିକିତ୍ସା ପରେ ସ୍ୱାସ୍ତ୍ୟାବସ୍ଥାରେ ସୁଧାର ଆସି ନ ଥିଲା । ଯେଉଁ କାରଣରୁ ବର୍ତ୍ତମାନ ଅଭିଜିତଙ୍କୁ ଭୁବନେଶ୍ୱର ଏମ୍ସ ସ୍ଥାନାନ୍ତର କୁ ସ୍ଥାନାନ୍ତର କରାଯାଇଛି ।

Related Articles

Back to top button