ଓଡ଼ିଶାରାଜନୀତି

ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ ପ୍ରଧାନମନ୍ତ୍ରୀ ମୋଦି

 ଭୁବନେଶ୍ୱର , ଆସନ୍ତା ୨୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି ।୨୭ ଓ ୨୮ ଦୁଇ ଦିନିଆ ଓଡିଶା ଗସ୍ତରେ ଆସିବା ନେଇ ସୂଚନା ମିଳିଛି।  ଗସ୍ତ ସମୟରେ ବ୍ରହ୍ମପୁରରେ ସରକାରୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଯୋଗଦେବା କାର୍ଯ୍ୟକ୍ରମ ରହିଛି।

ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ଭୁବନେଶ୍ବର ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ ଓହ୍ଲାଇବା ପରେ ସେଠାରୁ ସିଧାସଳଖ ବ୍ରହ୍ମପୁର ଯିବେ ବୋଲି ପୋଲିସ ସୂତ୍ରରୁ ଜଣାପଡ଼ିଛି।

ସେବା ପକ୍ଷ କାର୍ଯ୍ୟକ୍ରମରେ ଯୋଗଦେବେ ପିଏମ୍ ।

ବ୍ରହ୍ମପୁର ସମାବେଶରେ ପ୍ରଧାନମନ୍ତ୍ରୀ ଯୋଗ ଦେଇପାରନ୍ତି ବୋଲି ସୂଚନା ମିଳିଛି ।

Related Articles

Back to top button