Breaking Newsଓଡ଼ିଶାରାଜନୀତି

ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ ।

ଭୁବନେଶ୍ୱର ,ମଧୁବାବୁ ପେନସନ୍‌ ଯୋଜନାରେ ଯୋଡ଼ିହେବେ ସୁଭଦ୍ରା ହିତାଧିକାରୀ । ଜାତୀୟ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମରେ ମଧ୍ୟ ସାମିଲ୍ ହେବେ ସୁଭଦ୍ରା ଲାଭାର୍ଥୀ । ସୁଭଦ୍ରା ଯୋଜନାର ପୂର୍ବତନ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରିବାକୁ ଏନେଇ ଚିଠି ହୋଇଛି।

60 ବର୍ଷ ହୋଇଥିଲେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ ।

ଏମବିପିୱାଇ ଓ ଏନଏସଏପିରେ ହିତାଧକାରୀଙ୍କୁ ଏନେଇ ଅନ୍ତର୍ଭୁକ୍ତ କରାଯିବ । 60 ବର୍ଷ ପରେ ହିତାଧିକାରୀଙ୍କୁ ଏଥିରେ ଆବେଦନ କରିବାକୁ ପଡ଼ିବ । ଅଧିକ ବୟସ୍କ ଓ ଦୂର୍ବଳ ଲୋକଙ୍କୁ ଅଧିକ ପ୍ରଥମିକତା ଦିଆଯିବ ବୋଲି କହିଛନ୍ତି ପ୍ରଭାତୀ ପରିଡ଼ା ।

୬୦ ବର୍ଷ ପରେ MBPY/NSAPରେ ଯେ କୌଣସି ଅଧୀନରେ ପେନସନ ପାଇଁ ଯୋଗ୍ୟ ହେବେ । ଏଥିରେ ରାଜ୍ୟର ୨ ଲକ୍ଷରୁ ଊର୍ଦ୍ଧ୍ବ ସୁଭଦ୍ରା ଲାଭାର୍ଥୀ ଉପକୃତ ହେବେ ବୋଲି ଜଣାପଡ଼ିଛି ।

Related Articles

Back to top button