
ଭୁବନେଶ୍ୱର,ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସଭା ଭବନରେ ବସିଥିଲା ବୈଠକ ।
ଜରୁରୀ ନିଷ୍ପତି ନେଲେ ମୁଖ୍ୟମନ୍ତ୍ରୀ ।
ଉପସ୍ଥିତ ଥିଲେ ମୁଖ୍ୟ ଶାସନ ସଚିବଙ୍କ ସମେତ ବିଭାଗୀୟ ମନ୍ତ୍ରୀ ।
ଏକାଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିଲା ମୋହର ।
୪ଟି ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ ।