ଓଡ଼ିଶାନିର୍ବାଚନ

ନୂଆପଡ଼ା ଉପନିର୍ବାଚନ ପାଇଁ ଅଦ୍ୟାବଧି କୌଣସି ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିନାହାନ୍ତି

 

ଭୁବନେଶ୍ୱର, ତା.୧୩/୧୦/୨୦୨୫ : ଆସନ୍ତା ନଭେମ୍ବର ୧୧ ତାରିଖରେ ହେବାକୁ ଥିବା ନୂଆପଡ଼ା ବିଧାନସଭା ରେ ଉପନିର୍ବାଚନ ପାଇଁ ଆଜି (ତା 13.10.2025) ଅପରାହ୍ନ ସୁଦ୍ଧା କୌଣସି ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିନାହାନ୍ତି ।

ଭାରତ ନିର୍ବାଚନ ଆୟୋଗଙ୍କ ବିଜ୍ଞପ୍ତି ଅନୁସାରେ ନିର୍ବାଚନ ପାଇଁ ନାମାଙ୍କନର ଶେଷ ତାରିଖ ଅକ୍ଟୋବର ୨୦ (ସୋମବାର) ତାରିଖ ଧାର୍ଯ୍ୟ ହୋଇଛି । ସେହିପରି ଅକ୍ଟୋବର ୨୨ (ବୁଧବାର) ରେ ନାମାଙ୍କନ ପତ୍ର ଯାଞ୍ଚ ହେବାକୁ ଥିବାବେଳେ ଅକ୍ଟୋବର ୨୪ (ଶୁକ୍ରବାର) ତାରିଖକୁ ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ଧାର୍ଯ୍ୟ କରାଯାଇଛି । ନଭେମ୍ବର ୧୬ ( ରବିବାର) ତାରିଖ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ୍ଣ ହେବ ।

 

Related Articles

Back to top button