ଓଡ଼ିଶାମୌସୁମୀ

୨୪ଘଣ୍ଟାରେ ଏହା ଅବପାତର ରୂପ ନେବ

ଭୁବନେଶ୍ୱର ,ସୃଷ୍ଟି ହେଲା ଗଭୀର ଅବପାତ।ବଙ୍ଗୋପସାଗରରେ ଦାନା ବାନ୍ଧୁଛି ସାଇକ୍ଲୋନ୍ ।

ଲଘୁଚାପ କ୍ଷେତ୍ର ଆଜି ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଗଭୀର ଅବପାତରେ ପରିଣତ ହୋଇଛି। ଏହା ଆଜି ପୂର୍ବାହ୍ନରେ ସାଇକ୍ଲୋନିକ ଷ୍ଟର୍ମର ରୂପ ନେବ ।

ତେବେ ଅନ୍ୟ ଏକ ସିଷ୍ଟମରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ତତ୍ ସଂଲଗ୍ନ ଦକ୍ଷିଣ ଶ୍ରୀଲଙ୍କା ଓ ଭାରତ ମହାସାଗର ମଧ୍ୟରେ ଲଘୁଚାପ ସୃଷ୍ଟି ହୋଇଛି।

ଏହା ଉତ୍ତର, ଉତ୍ତର-ପଶ୍ଚିମ ଦିଗରେ ଗତି କରି ୱେଲ୍ ମାର୍କଡ୍ ଲୋ ପ୍ରେସର୍ ଓ ପରବର୍ତ୍ତୀ ୨୪ଘଣ୍ଟାରେ ଏହା ଅବପାତର ରୂପ ନେବ ।

ତେବେ ଏହି ଦୁଇଟି ସିଷ୍ଟମ ଓଡ଼ିଶା ଉପରେ, ସିଧାସଳଖ ପ୍ରଭାବ ପଡ଼ିନପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Related Articles

Back to top button