ଅନ୍ୟାନ୍ୟଓଡ଼ିଶା

ପୁଅକୁ ନିର୍ଯାତନା ଦିଆଯାଇଥିବା ଅଭିଯୋଗ କଲେ ହ୍ୟୁମାନଙ୍କ ମାଆ

ଭୁବନେଶ୍ୱର , କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଥାନାରେ ଏତଲା ଦେଲେ ମାଆ ଶେଫାଳି ସୁନା ।

ହ୍ୟୁମାନଙ୍କ ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନଥିବା, ଏତଲାରେ ଉଲ୍ଲେଖ ରହିଛି ।

କଟକ ମର୍କତ ନଗର ଥାନାରେ ସେ ଏତଲା ଦେଇ  ପୁଅକୁ ନିର୍ଯାତନା ଦିଆଯାଇଥିବା ଅଭିଯୋଗ କରିଛନ୍ତି ।

ହ୍ୟୁମାନଙ୍କ ସନ୍ଦେହଜନକ ମୃତ୍ୟୁର ତଦନ୍ତ ଦାବି କରିଛନ୍ତି ମାଆ ।

ଦୁର୍ବ୍ୟବହାର, ଚାପ, ବିଷକ୍ରିୟା, ନିଶାଦ୍ରବ୍ୟ ପ୍ରୟୋଗର ତଦନ୍ତ ଦାବି କରିଛନ୍ତି ମାଆ ।

ଏହାସହିତ ଷଡ଼ଯନ୍ତ୍ର, ଆର୍ଥିକ ହେରଫେର୍, ଡିଜିଟାଲ ପ୍ରମାଣ ନଷ୍ଟ ସଂପର୍କିତ ଅଭିଯୋଗର ବି, ତଦନ୍ତ ଦାବି କରିଛନ୍ତି ହ୍ୟୁମାନଙ୍କ ମାଆ ଶେଫାଳି ।

Related Articles

Back to top button