ଓଡ଼ିଶାରାଜନୀତି

ଚଳିତ ସପ୍ତାହରେ ମିଳିବ ସୁଭଦ୍ରା କିସ୍ତି

ଭୁବନେଶ୍ୱର ,୪ ଲକ୍ଷ ୫୭ ହଜାର ୬୮୧ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା।

ନୂଆ ୧ ଲକ୍ଷ ୭୮ ହଜାର ୩୯୮ ଜଣଙ୍କୁ ସାମିଲ କରାଯାଇଥିବାରୁ ସେମାନେ ପାଇବେ ପ୍ରଥମ କିସ୍ତି ଟଙ୍କା।

ପ୍ରଥମ ଓ ଦ୍ୱତୀୟ କିସ୍ତିରୁ ବାଦ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣଙ୍କୁ ସାମିଲ କରାଯାଇଛି।

ବାଦ୍ ପଡ଼ିଥିବା ହିତାଧିକାରୀ ସମସ୍ତ କିସ୍ତି ଏକାଥରକେ ପାଇବେ।

ସେହିପରି ଅଭିଯୋଗ ଶୁଣାଣିରେ ୨୪ ହଜାର ୧୮ ଜଣ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଛି।

୨୫୦ କୋଟି ଟଙ୍କାର ସହାୟତା ରାଶି ଖାତାକୁ ଯିବ।ଚଳିତ ସପ୍ତାହରେ ମିଳିବ ସୁଭଦ୍ରା ଟଙ୍କା।

Related Articles

Back to top button