ଅନ୍ୟାନ୍ୟରାଜନୀତି

ନିର୍ମଳାଙ୍କର ଏହା ନବମ ବଜେଟ ଉପସ୍ଥାପନ

ଭୁବନେଶ୍ୱର ,ଓଡ଼ିଶା ସମେତ ୫ଟି ରାଜ୍ୟରେ ବିରଳ ମୂର୍ତ୍ତିକା କରିଡର ନେଇ ଘୋଷଣା କରିଛନ୍ତି ।

କେରଳ, ଓଡ଼ିଶା, ତାମିଲନାଡୁ, ଛତିଶଗଡ ଓ ଝାଡଖଣ୍ଡରେ ଏହି କରିଡର ନିର୍ମାଣ ହେବ ।

ନିର୍ମଳା କହିଛନ୍ତି ଆମ ସରକାର ନିଯୁକ୍ତି ଓ ଉତ୍ପାଦନକୁ ଗୁରୁତ୍ୱ ଦେଇଛନ୍ତି ।୨

୦୨୬-୨୭ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ।

ନିର୍ମଳା  କହିଛନ୍ତି ଯେ ଆମର ପ୍ରଥମ କର୍ତ୍ତବ୍ୟ ହେଉଛି ସବ୍‌କା ସାଥ୍ ସବ୍‌କା ବିକାଶ, ଆମ ସରକାର ନିଯୁକ୍ତି ଓ ଉତ୍ପାଦନ ବୃଦ୍ଧିକୁ ଗୁରୁତ୍ଵ ଦେଉଛି ।

ବଜେଟ ପୂର୍ବରୁ ଅର୍ଥମନ୍ତ୍ରୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଥିଲେ, ଏବଂ ବଜେଟ୍‌ ଉପସ୍ଥାପନ ପାଇଁ ରାଷ୍ଟ୍ରପତି ତାଙ୍କୁ ଆନୁଷ୍ଠାନିକ ଅନୁମତି ପ୍ରଦାନ କରିଥିଲେ ।

Related Articles

Back to top button