
ଭୁବନେଶ୍ୱର ,ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପୁରୀ ତାଳବଣିଆରେ ସୁଭଦ୍ରା ସମାବେଶରେ ଯୋଗଦେଇ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇବେ ମୁଖ୍ୟମନ୍ତ୍ରୀ।
ଡିବିଟି ମାଧ୍ୟମରେ ରାଜ୍ୟର କୋଟିଏ ୨ ଲକ୍ଷରୁ ଅଧିକ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ ୫ ହଜାର କୋଟିରୁ ଅଧିକ ଟଙ୍କା।
ଯେଉଁମାନଙ୍କୁ ୨୧ ବର୍ଷ ହେବ ସେମାନେ ତାଲିକାରେ ସାମିଲ ହେବେ, ୬୦ ଟପିଲେ ସୁଭଦ୍ରାରୁ ନାଁ କଟି ସିଧା ପେନସନ୍ ଲିଷ୍ଟକୁ ଯିବେ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
ସବୁଠୁ ବଡ଼ କଥା ହେଉଛି ଏଥର ୨ ଲକ୍ଷ ୧୩ ହଜାର ନୂଆ ହିତାଧିକାରୀ ସୁଭଦ୍ରା ଟଙ୍କା।
ଆଜି ଆସିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି।




