ରାଜନୀତିସ୍ୱାସ୍ଥ୍ୟ

ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ମନ୍ତ୍ରୀ ସୁରେଶ ପୂଜାରୀ।

ଭୁବନେଶ୍ୱର ,ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ।ଭୁବନେଶ୍ୱର ଏମ୍ସରୁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଛି ।

ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ମନ୍ତ୍ରୀ ସୁରେଶ ପୂଜାରୀ।

ହୃଦରୋଗ ସମସ୍ୟା ପାଇଁ ଭୁବନେଶ୍ୱର ଏମ୍ସରେ ହୋଇଥିଲେ ଭର୍ତ୍ତି….

ଡାକ୍ତରଙ୍କ ପରାମର୍ଶ କ୍ରମେ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ

Related Articles

Back to top button