ଓଡ଼ିଶା

କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ନିଆଁ

କେନ୍ଦୁଝର() କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ ଘଟିଛି । ଡାଏଲେସିସ୍ ରୁମ୍ ରେ ଅଗ୍ନିକାଣ୍ଡ ଯୋଗୁୁଁ ରୋଗୀ ଅସ୍ତବ୍ୟସ୍ତ ହୋଇଛନ୍ତି । ଧୁଆଁ ଭିତରେ ଅସ୍ତବ୍ୟସ୍ତ ରୋଗୀଙ୍କୁ ସ୍ଥାନାନ୍ତର କରାଯାଇଛି । ତେବେ ନିଆଁ ଲିଭାଇବାକୁ ଅଗ୍ନିଶମ ଗାଡ଼ି ପହଞ୍ଚିନଥିବା ବେଳେ କର୍ମଚାରୀଙ୍କ ଦ୍ୱାରା ନିଆଁ ଲିଭାଇବାକୁ ଉଦ୍ୟମ କରାଯାଉଛି । ସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ଜଣାପଡ଼ିଛି ।

 

Related Articles

Back to top button
WP Twitter Auto Publish Powered By : XYZScripts.com