ସ୍ୱାସ୍ଥ୍ୟ
ଦେଶରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୨୧୨୪ କୋଭିଡ୍ ପଜିଟିଭ୍
ନୂଆଦିଲ୍ଲୀ: ଉପର ତଳ କରୋନା ଗ୍ରାଫ୍। ଦେଶରେ କାୟା ମେଲାଇବା ପରେ ଖସିଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟା ବି କମିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୩ ହଜାର ତଳକୁ ଖସିଛି।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୧୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୧୨୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୧ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
#COVID19 | India reports 2,124 fresh cases, 1,977 recoveries, and 17 deaths in the last 24 hours.
Total active cases are 14,971. Daily positivity rate 0.46% pic.twitter.com/IRvqOnniBt
— ANI (@ANI) May 25, 2022