ରାଉରକେଲା: ରାଉରକେଲା ଷ୍ଟିଲ ପ୍ଲାଣ୍ଡରେ ଦୁର୍ଘଟଣା । ବ୍ଲାକ ଗ୍ରେନେସ୍ ଫାଠିଯିବାରୁ ବେଲ୍ଟରେ ଚାପି ହୋଇ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ମୃତ ଠିକା ଶ୍ରମିକ ରାଉରକେଲା ଫର୍ଟିଲାଇଜର ଅଞ୍ଚଳର ଘନଶାଳା ମୁଣ୍ଡୁରି ବୋଲି ଜଣାପଡିଛି ।
ପୋଲିସ ଓ କମ୍ପାନୀ କର୍ତ୍ତୃପକ୍ଷ ଘଟଣାସ୍ଥଳରେ ପହଞ୍ଚି ତନାଘନା ଆରମ୍ଭ କରିଛି । ସେପଟେ ମୃତ୍ୟୁ ଖବର ଶୁଣି ଘନଶାନାଙ୍କ ପରିବାରରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି ।
Back to top button