Featuredଓଡ଼ିଶା

ଇଡିରେ ହାଜର ହେଲେ ଅକ୍ଷୟ ପରିଜା

ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ଗିରଫ ଘଟଣାରେ ହାଜର ହେଲେ ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା । ଇଡିରେ ହାଜର ହେବା ପାଇଁ ହୋଇଥିଲା ନୋଟିସ୍‌ । ଅର୍ଚ୍ଚନା ନାଗ ଅର୍ଥ ହେରଫେର ମାମଲାରେ ଖୋଲତାଡ଼ କରୁଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଏହିକ୍ରମରେ ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜାଙ୍କୁ ହାଜର ହେବା ପାଇଁ ନୋଟିସ୍‌ କରିଥିଲା ଇଡି। କିନ୍ତୁ ନିଜ ଓକିଲଙ୍କ ଜରିଆରେ ପକ୍ଷ ରଖିଥିଲେ ଅକ୍ଷୟ ପରିଜା । ଆଉ ଏବେ ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା ଇଡି ଅଫିସରେ ହାଜର ହୋଇଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com