Featuredଜାତୀୟ

ନିକୋବର ଦ୍ବୀପପୁଞ୍ଜରେ ଭୂମିକମ୍ପ ଅନୁଭୂତ

ନୂଆଦିଲ୍ଲୀ: ଆଜି ସକାଳେ ନିକୋବର ଦ୍ବୀପପୁଞ୍ଜ ଅଞ୍ଚଳରେ ୫.୦ ତୀବ୍ରତାସମ୍ପନ୍ନ ଭୂମିକମ୍ପ ସଂଘଠିତ ହୋଇଥିବା କଥା ‘ନ୍ୟାସ୍‌ନାଲ୍‌ ସେଣ୍ଟର୍‌ ଫର୍‌ ସିସ୍ମୋଲୋଜି’ କହିଛି। ଭୋର୍‌ ପ୍ରାୟ ୫.୭ରେ ସଂଘଠିତ ହୋଇଥିବା ଏହି ଭୂମିକମ୍ପ ଯୋଗୁଁ କୌଣସି ଧନଜୀବନ କ୍ଷୟକ୍ଷତି ହୋଇଥିବାର ରିପୋର୍ଟ ମିଳିନାହିଁ।  ଭୂମିକମ୍ପଟି ଭୂଗର୍ଭର ୧୦ କିଲୋମିଟର୍‌ ଅଭ୍ୟନ୍ତରରେ ସଂଘଠିତ ହୋଇଥିଲା।

Related Articles

Back to top button