Featuredରାଜନୀତି

ନୀତୀଶ କୁମାର ଜନସଂଖ୍ୟା ନିୟନ୍ତ୍ରଣ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ସରଗରମ

ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଜନସଂଖ୍ୟା ନିୟନ୍ତ୍ରଣ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ସରଗରମ ହୋଇଛି। ବିଧାନସଭାର ଶୀତକାଳୀନ ଅଧିବେଶନରେ ବିହାରର ଜନ୍ମ ହାର ୪.୨ରୁ ୨.୯%କୁ କେମିତି ଖସିଲା, ତା’ର ଉତ୍ତର ରଖିବା ବେଳେ ନୀତୀଶ ଅଶ୍ଲୀଳ ଶବ୍ଦର ପ୍ରୟୋଗ କରିବା ସହ ଜନସଂଖ୍ୟା ନିୟନ୍ତ୍ରଣ ପାଇଁ ଝିଅମାନେ ଶିକ୍ଷିତ ହେବା ଦରକାର ବୋଲି କହିଥିଲେ। ମନ୍ତବ୍ୟକୁ ନେଇ ବିବାଦ ବଢିବା ପରେ ନୀତୀଶ କୁମାର ଶେଷରେ କ୍ଷମା ମାଗିଛନ୍ତି।

Related Articles

Back to top button